କୋରାପୁଟ ସହର: କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପଞ୍ଚମ ଜିଲ୍ଲା ସମବାୟ ବିକାଶ କମିଟି ବୈଠକ ଅନୁଷ୍ଠିତ
ଭାରତ ସରକାରଙ୍କ ସହଯୋଗ ମନ୍ତ୍ରଣାଳୟର ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୨ଘଣ୍ଟା ପର୍ଯ୍ୟନ୍ତ କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପଞ୍ଚମ ଜିଲ୍ଲା ସମବାୟ ବିକାଶ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ସହ ସମସ୍ତ ସମବାୟ ବିକାଶ କମିଟି ସଦସ୍ୟ ଉପସ୍ଥିତ ରହିଥିଲେ।