ରାୟଗଡା ବ୍ଲକର ପୁଜାରିବାମ୍ବୁ ଗାଁକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଛି। ଗ୍ରାମବାସୀଙ୍କ ଦାବି ପରେ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେଇଛନ୍ତି।