ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ବଲାଙ୍ଗିରରେ ୩୮ଟି ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ଅନ୍ତ୍ୟୋଦୟ ଗୃହ ଯୋଜନାର ତୃତୀୟ ପର୍ଯ୍ୟାୟ ଉଦ୍ଘାଟନ ବଲାଙ୍ଗିର: ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଶ୍ରୀ ମୋହନ ଚରଣ ମାଝୀ, ଆଭାସି ମାଧ୍ୟମରେ ବଲାଙ୍ଗିର ଜିଲ୍ଲାରେ ୩୮ଟି ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେହି ସହିତ, ଅନ୍ତ୍ୟୋଦୟ ଗୃହ ଯୋଜନାର ତୃତୀୟ ପର୍ଯ୍ୟାୟରେ ୧,୦୪୪ ଜଣ ହିତାଧିକାରୀଙ୍କୁ ଗୃହ ନିର୍ମାଣ ପାଇଁ ପ୍ରଥମ କିସ୍ତି ପ୍ରଦାନ କରାଗଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବଲାଙ୍ଗିର OSWAN ପ୍ଲାଟଫର୍ମ ମାଧ୍ୟମରେ ଯୋଗ ଦେଇ ସମ୍ପ