କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବନାଗ୍ନୀ ନିର୍ବାପନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ସଂନ୍ଧ୍ୟା ୭ ଟା ସମୟରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ବନାଗ୍ନି ନିର୍ବାପନ ନିମନ୍ତେ ବୈଠକରେ ଯୋଜନା - ୨୦୨୬ ନିମନ୍ତେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଜୟପୁର ଏସଡ଼ିପିଓ ଏ ଶସ୍ୟା ରେଡ଼ି, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟ