Public App Logo
Jansamasya
National
���ीएसटी
Happydiwali
Nextgengst
Cybersecurityawareness
Pmmsy
Diwali2025
Fidfimpact
Matsyasampadasesamriddhi
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds

ସୋହେଲା: ଝର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ, ଦେଖନ୍ତୁ ସିଆରସିସି ଙ୍କ ମତାମତ

ସୋହେଲା ବ୍ଳକ ଅନ୍ତର୍ଗତ ଝର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଝର କ୍ଳଷ୍ଟର ର ସିଆରସିସି ଗଣେଷ ବରିହା ଙ୍କ ତତ୍ବାବଧାନରେ କ୍ଳଷ୍ଟର ସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଝର ପ୍ରଧାନ ଶିକ୍ଷକ ଙ୍କ ନେତୃତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଝର ଉଚ୍ଚ ବିଦ୍ୟାଳୟ ପୂର୍ବତନ ପ୍ରଧାନ ଶିକ୍ଷକ ଭୁବନେଶ୍ବର ପଧାନ ଓ ଝର ପ୍ରାଥମିକ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ଶତୃଘ୍ନ ରଣା ଉଦଘାଟନ କରିଥିଲେ ।ଏହି କାର୍ଯ୍ୟକ୍ରମ 9 AM ରୁ 4 PM ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା

MORE NEWS