Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଛତ୍ରପୁର: ସୁନାବେଶ ପାଇଁ ବ୍ରହ୍ମପୁର କୋର୍ଟପେଟା ଠାରେ ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ

Chhatrapur, Ganjam | Jul 6, 2025
ବ୍ରହ୍ମପୁର କୋର୍ଟପେଟା ସ୍ଥିତ ଜଗନ୍ନାଥ ମନ୍ଦିର ନିକଟରେ ଶ୍ରୀ ଜୀଉଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରବିବାର ସଂଧ୍ୟାରେ ସୁନାବେଶ ଦେଖିବା ପାଇଁ ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି। ସୁନାବେଶ ଓ ବଡ଼ ଏକାଦଶୀ ଥିବାର ଭକ୍ତଙ୍କ ସମାଗମ ହୋଇଥିଲା। ଭିଡକୁ ନଜରରେ ରଖି ବୈଦ୍ୟନାଥପୁର ଥାନା ପୋଲିସ ପକ୍ଷରୁ ବ୍ଯାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।