Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ନର୍ଲା: ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷ ରୁ ସଡ଼କ ସୁରକ୍ଷା ସଚେତନ ଶୋଭାଯାତ୍ରା

Narala, Kalahandi | Nov 29, 2025
କଳାହାଣ୍ଡି ଜିଲ୍ଲା ମ,ରାମପୁର ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ସଚେତନ ସପ୍ତାହ ଅବସରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ଆଚାରୀ ଙ୍କ ନେତୃତ୍ୱ ରେ ବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ଏକ ଶୋଭାଯାତ୍ରା ବାହାରି ସଡ଼କ ସୁରକ୍ଷା ନେଇ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ଶମ୍ଭୁ ଭୁଷଣ ସାହୁ, ଶେଷ ଦେବ ସାହୁ,ଶିକ୍ଷୟିତ୍ରୀ ଦିପ୍ତିମୟୀ ପରିଡ଼ାଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପରିଚାଳନା କରିଥିଲେ।