ସୁକିନ୍ଦା: ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ
Sukinda, Jajpur | Sep 16, 2025 ସୁକିନ୍ଦା ବ୍ଲକ ଅନ୍ତର୍ଗତ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ଦିନ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ସୂଚନା ମୁତାବକ ବୁଧବାର ଦିନ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ଦିନ କେନ୍ଦ୍ର ସରକାରଙ୍କ ଯୋଜନାରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଯୋଗଦେବା ନେଇ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀ ମାନଙ୍କ ଦ୍ଵାରା ପ୍ରସ୍ତୁତି କାର୍ଯ୍ୟ ଜାରି ରହିଥିବା ମଙ୍ଗଳବାର ରାତି 9 ଘଟିକା ସମୟରେ ଦେଖିବାକୁ ମିଳିଛି ।