ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାରେ ଆସନ୍ତାକାଲି ଯାଏଁ ପବନ ବର୍ଷା ହେବା ସହ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣିଂ ଜାରୀ
Baripada M, Mayurbhanj | Jul 30, 2025
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ଯାଏଁ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ସହ ବର୍ଷା ଏବଂ ବଜ୍ରପାତ ହେବାନେଇ ଅରେଞ୍ଜ ୱାର୍ଣିଂ ଜାରୀ...