ଜଗତସିଂହପୁର: ସ୍ୱାମୀ ବିବେକାନନ୍ଦ କଲେଜ ଛାତ୍ର ସଂସଦ ନିର୍ବାଚନରେ ଅନିୟମିତତା ଅଭିଯୋଗ
ଜଗତସିଂହପୁର ସ୍ୱାମୀ ବିବେକାନନ୍ଦ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନକୁ ନେଇ ବିସିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଅନିୟମିତତାର ଅଭିଯୋଗ। ନିର୍ବାଚନର ସ୍ୱଚ୍ଛତା ଓ ନିରପେକ୍ଷତାକୁ ନେଇ ଉଠିଲା ପ୍ରଶ୍ନ।