ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Aug 30, 2025
ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି...