ରମ୍ଭା ଶ୍ରୀଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଅଭିମନ୍ୟୁ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଶନିବାର ପୂର୍ବାହ୍ନରେ ଏହି ଶୋଭାଯାତ୍ରାରେ ଛାତ୍ର ଛାତ୍ରୀମାନେ ବିଦ୍ୟାଳୟ ପରିସର ଠାରୁ ବେନେର, ଫ୍ଲାକାର୍ଡ ସହ "ସଡ଼କ ସୁରକ୍ଷା ଜୀବନ ରକ୍ଷା " ସ୍ଲୋଗାନ ଦେଇ ରମ୍ଭା ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।