Public App Logo
Jansamasya
News
पुलिस
Bjp
National
Police
Bihar
बिहार
बीजेपी
विधायक
Congress
Modi
Delhi
Viral
Crime
Odisha
Rajasthan
अमित_शाह
दिल्ली
Breakingnews
महिला
Madhya_pradesh
Pmmodi
Ipl
Rahulgandhi
Haryana
Cricket
तेजस्वी_यादव
Uttarakhand
शादी

ଭୋଗରାଇ: ପାଣିଷଣ୍ଡା ପଞ୍ଚାୟତ ରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ,ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହେଲେ ଶତାଧିକ ଲୋକ

Bhograi, Balasore | Dec 15, 2025
ଭୋଗରାଇ ବ୍ଲକ ପାଣିସଣ୍ଡା ପଞ୍ଚାୟତ ରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଯୋଉଥିରେ କି ବିଜେପି ଦଳର ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଅନ୍ୟ ଦଳର କର୍ମୀ ମାନେ ଏହି ଦଳରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମ ରେ ବିଜେପି ନେତା ଆଶିଷ ପାତ୍ରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ।
ଭୋଗରାଇ: ପାଣିଷଣ୍ଡା ପଞ୍ଚାୟତ ରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ,ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହେଲେ ଶତାଧିକ ଲୋକ - Bhograi News