ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଓରେଞ୍ଜ ୱର୍ନିଙ୍ଗ ଜାରି କଲା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ
Jharsuguda, Jharsuguda | Jul 25, 2025
ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ...