କଦଳୀ ଗଡ ପିଏମ ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ lସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଳକ କଦଳୀଗଡ ପିଏମ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ସକାଳେ ବିଦ୍ୟାଳୟ ର ଅଧ୍ୟକ୍ଷ ରାଜୀବ ଲୋଚନ ଚାନ୍ଦ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥାଏ । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ , ମୁଖ୍ୟ ବକ୍ତା ଭାବେ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହନ୍ତ, ସମ୍ମାନିତ ଅତିଥି ଭାବେ ବିଇଓ ରଞିତ କୁମାର ଭୋଇ , ବ୍ଳକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ , ଜିଲ୍ଲା ପରିଷଦ ସଭ୍ୟ ଶରତ ପ୍ରଧାନ , ସରପଞ୍ଚ ସରୋଜ ସେଠୀ , ପୂର୍ବତନ ପ୍ର