Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଂଗ୍ରେସ ପକ୍ଷରୁ ଭୁବନେଶ୍ୱରରେ ୯ ତାରିଖ ହେବ ପ୍ରତାରଣ ପ୍ରତିବାଦ;ଏନେଇ କଂଗ୍ରେସ ଭବନରେ ସୂଚନା ଦେଲେ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର

ଭୋଟ ଚୋରି ଓ ଚାକିରି ବିକ୍ରି ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଭୁବନେଶ୍ୱରରେ ଚଳିତ ଅକ୍ଟୋବର ୯ ତାରିଖ ଦିନ "ପ୍ରତାରଣ ପ୍ରତିବାଦ ସମାବେଶ" କରାଯିବ ବୋଲି ମଙ୍ଗଳବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସମ୍ବାଦିକ ସମ୍ମିଳନୀରେ ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର ପ୍ରକାଶ କରିଛନ୍ତି।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଂଗ୍ରେସ ପକ୍ଷରୁ ଭୁବନେଶ୍ୱରରେ ୯ ତାରିଖ ହେବ ପ୍ରତାରଣ ପ୍ରତିବାଦ;ଏନେଇ କଂଗ୍ରେସ ଭବନରେ ସୂଚନା ଦେଲେ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର - Bhubaneswar M Corp News