Public App Logo
Jansamasya
National
Delhi
Digitalindia
Pmmsy
Matsyasampadasesamriddhi
Fitwithfish
Fisheries
Nfdp
Didyouknow
Constitutionday
Samvidhandivas
Indianconstitution
Fidfimpact
Kisancreditcard
Valueaddition
South_delhi
North_delhi
Vandemataram
Dahd
West_delhi
North_west_delhi
Haryana
���ीएसटी
Cybersecurityawareness
Nextgengst
Happydiwali
Diwali2025
Railinfra4andhrapradesh
Responsiblerailyatri

କଣ୍ଟାମାଳ: କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଦ୍ୟାଳୟ ଓ ସ୍ବାସ୍ଥ୍ୟ ଉପ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ

ମଙ୍ଗଳବାର ଦିନ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ସ୍ବାସ୍ଥ୍ୟ ଉପ କେନ୍ଦ୍ର ପରିଦର୍ଶନ କରିଛନ୍ତି | ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲାପାଳ ଶ୍ରୀ ନାୟକ ଆଜି କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖଟ ଖଟିଆ ଓ ଚାର ଭାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ର ଛାତ୍ରୀ ମାନଙ୍କ ସହ କଥା ହୋଇଥିଲେ | ସେହିପରି ବିଭିନ୍ନ ଉପ ସ୍ବାସ୍ଥ୍ୟ କେନ୍ଦ୍ର ମଧ୍ୟ ପରିଦର୍ଶନ କରିଥିଲେ |

MORE NEWS