କରଞ୍ଜିଆ: କୁରୁଳିଆରେ ମା' ଗଜଲକ୍ଷ୍ମୀ ପୂଜା: ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଲେ ବିଧାୟକ
ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ କୁରୁଳିଆରେ ଅନୁଷ୍ଠିତ ହୋଇଛି ମା' ଗଜଲକ୍ଷ୍ମୀ ପୂଜା। ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବ୍ରୁ। ସ୍ଥାନୀୟ ଲୋକଙ୍କ ସହଯୋଗରେ ଅନୁଷ୍ଠିତ ଏହି ଉତ୍ସବରେ ବହୁ ଦର୍ଶକଙ୍କ ସମାଗମ ହୋଇଥିଲା।