ପାରଳାଖେମୁଣ୍ଡି: ଗଜପତି: ଛାତ୍ରଛାତ୍ରୀଙ୍କ ପାଇଁ ଜିଲ୍ଲାସ୍ତରୀୟ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା
ଗଜପତି ଜିଲ୍ଲାରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶରେ ନିର୍ବାଚନୀ ସାକ୍ଷରତା କ୍ଲବ ଅଧୀନରେ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପାରଳାଖେମୁଣ୍ଡି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୋହନା ଓ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ।