ସଦର: କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ଥିବାରୁ ୟେଲୋ ୟାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ
କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ଥିବାରୁ ୟେଲୋ ୟାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ l ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ଶୀତ ଲହରୀ ଜାରି ରହିଛି । ଆସନ୍ତା 5ତାରିଖ ସକାଳ 8ଟା 30 ମିନିଟ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ଥୂବାରୁ ୟେଲୋ ୟାର୍ଣ୍ଣି ଜାରି କରାଯାଇଛି। ଆଜି ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।