ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ବଡ଼ଗାଁ ନର୍ସିଂ କଲେଜ ପ୍ରାଙ୍ଗଣରେ ଆଜି ନର୍ସିଂ କଲେଜ ର ୨ୟ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ବିଡ଼ିଓ ପୁର୍ଣ୍ଣଚନ୍ଦ୍ର ଭୋଇ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଅନ୍ୟତମ ଅତିଥି ଭାବ ରେ ଜିଲ୍ଲା ପରିଷଦ ସଭ୍ୟ ଅମୀୟ କୁମାର ପ୍ରଧାନ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।