ବିରିଡି: Jagatsinghpur ନାଇଲୋରେ ଅକ୍ଟୋବର 31 ରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ପ୍ରତିଯୋଗିତା
ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକର ନାଇଲୋରେ 31 ଅକ୍ଟୋବର ଶନିବାର ଦିନ 10 ଟାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେବ। ଏହି ପ୍ରତିଯୋଗିତାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଅଂଶ ନେବେ।