ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପ୍ରତିକ୍ରିୟା ରଖିଲେ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଞ୍ଜୀବ ଦି୍ୱେଦି
ପାଣିପାଗକୁ ନେଇ ପୁଣି ବଡ଼ ଅପଡେଟ୍ । ପାଣିପାଗ ବିଭା ଯେଉଁ ପୂର୍ବାନୁମାନ କରିଥିଲା ତାହା ସତ ହୋଇଛି । ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।