ନର୍ଲା: ନର୍ଲା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ୩୬ ତମ ଦୁଇ ଦିନିଆ ବାର୍ଷିକ ଖେଳକୁଦ ପ୍ରତିଯୋଗୀତା ଅନୁଷ୍ଟିତ
ନର୍ଲା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ୩୬ ତମ ଦୁଇ ଦିନିଆ ବାର୍ଷିକ ଖେଳକୁଦ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ଗତ କାଲି ଶୁକ୍ରବାର ଦିନ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା ଆଜି ଶନିବାର ଦିନ ସକାଳ ଦଶ ଘଣ୍ଟା ସମୟରୁ ଅପରାହ୍ନ ଚାରିଟା ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାରର ଖେଳକୁଦ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଥିଲା ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବିମଳ କେଡିଆ ଯୋଗଦେଇ ପ୍ରତିଯୋଗୀ ଙ୍କୁ ପୁରସ୍କୃତ କରିଥିଲେ