ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଜାତୀୟ ଆଦିବାସି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ଦାବି ହୋଇଛି। ଏନେଇ ଦାଣ୍ଡବୋଷ ସ୍ଥିତ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁ ହେରିଟେଜ ଟ୍ରଷ୍ଟ ପକ୍ଷରୁ ଏକ ପ୍ରତିନିଧି ଦଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱର ଠାରେ ଶନିବାର ଦିନ ପ୍ରାୟ ୩ ଟାରେ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।