ଭଞ୍ଜନଗର: ଭଞ୍ଜନଗର ବାଇପାଲି ମୁନିଆକଣ ଜଙ୍ଗଲରେ ପୋତା ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ଦିନକ ପରେ ବି କାରଣ ଅସ୍ପଷ୍ଟ
Bhanjanagar, Ganjam | Jul 11, 2025
ଖବରରୁ ଜଣାଯାଏ ଯେ ଭଞ୍ଜନଗର ଥାନା ବାଇପାଲି ଗାଁର ମୁନିଆକଣ ଜଙ୍ଗଲ ମଧ୍ଯ ଭାଗରେ ମାଟି ତଳେ ପୋତାଯାଇଥିବା ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର...