ଅନୁଗୋଳର ବିଜୁ ମଇଦାନଠାରେ "ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା" ଉଦଘାଟିତ ହୋଇଯାଇଛି। ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ମେଳାକୁ ଉଦଘାଟନ କରିଛନ୍ତି। ଏହି ମେଳାରେ ୧୫ଟି ବିଭାଗ ତରଫରୁ ବିଭିନ୍ନ ଯୋଜନା ସମ୍ବନ୍ଧିତ ୨୫ଟି ଷ୍ଟଲ୍ ପ୍ରଦର୍ଶନ କରାଯାଇଛି।