ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲେ ଆଧ୍ୟାତ୍ମିକ ଗୁରୁ ରବିଶଙ୍କର, କଲେ ମହାପ୍ରଭୁଙ୍କ ଦର୍ଶନ
Puri, Puri | Nov 14, 2026
ଆର୍ଟ ଅଫ୍ ଲିଭିଂର ପ୍ରତିଷ୍ଠାତା ଗୁରୁ ରବିଶଙ୍କର ତିନି ଦିନିଆ ଓଡ଼ିଶା ଗସ୍ତ ଅବସରରେ ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ ସେ ଦେଶ ଓ ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିବା ସହ ଗଜପତି ଦିବ୍ୟସିଂହ ଦେବଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।