Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଲୋଇସିଂହା: ପୁଇଁତଲାରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟର ଶୁଭାରମ୍ଭ ଲୋକଙ୍କ ପାଇଁ ଜମି ପଞ୍ଜୀକରଣ ହେବ ଆହୁରି ସୁଗମ

Loisinga, Balangir | Nov 1, 2025
ଜନସାଧାରଣଙ୍କ ପାଇଁ ଉନ୍ନତମାନର ସେବା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଲୋକଙ୍କ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଭାସି ମାଧ୍ୟମରେ ରାଜ୍ୟର ୪୪ଟି ତହସିଲରେ ନୂତନ ଉପନିବନ୍ଧନ ବା ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଇଁତଲା ତହସିଲରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଆରମ୍ଭ ହୋଇଛି। ଲୋକାର୍ପଣ ସମାରୋହରେ ବିଭାଗୀୟ ଅଧିକାରୀ, ପୁଇଁତଲା ବ୍ଲକ ପ୍ରତିନିଧି ଶ୍ରୀ ଅଜିତ ପଣ୍ଡା ଏବଂ ଅନେକ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।