ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟାଙ୍ଗୀ ବ୍ଲକର କୋଟିଆ ସ୍ଥିତ ସରକାରୀ (ଏସଏସଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ପଟାଙ୍ଗୀ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିବା ଦିନ ୨ଟା ସମୟରେ ଦେଖିବାକୁ ମିଳିଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶିତ ସମସ୍ତ କାର୍ଯ୍ୟକ୍ରମ