Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking

ସମ୍ବଲପୁର ମ୍ୟୁନିସିପାଲଟି: ଦୁର୍ଗା ପାଲି ସ୍ଥିତ ମହାନଗର ନିଗମ ଅଫିସ ରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Sambalpur M, Sambalpur | Apr 21, 2025
ସମ୍ବଲପୁର ଦୁର୍ଗାପାଲି ସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟ ରେ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି l ମୁଖ୍ୟମନ୍ତ୍ରୀ ପହଞ୍ଚିବା କ୍ଷଣି ପ୍ରଥମେ ଦିବ୍ୟାଙ୍ଗ ମାନଙ୍କୁ ଭେଟିଥିଲେ l ତାଙ୍କର ସମସ୍ୟା ଶୁଣୁଥିଲେ l ଜଣ ଜଣ କରି ତାଙ୍କ ସମସ୍ୟା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ l ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବେସ ଖୁସି ଭୋଇଛନ୍ତି ଦିବ୍ୟାଙ୍ଗ ଅଭିଯୋଗକାରି ମାନେ l ଏହାପରେ ମୁଖ୍ୟମନ୍ତ୍ରୀ ତାଙ୍କର ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିଲେ l

MORE NEWS