Public App Logo
Jansamasya
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
No video available

ବିରିଡି: ଆଜି ଅପରାହ୍ନ ୩ଟାରେ ଅଳକା ମହାବିଦ୍ୟାଳୟରେ ଜିଲ୍ଲାପ୍ରଶାସନ ପକ୍ଷରୁ ଭୋଟର ସଚେତନତା କାର୍ଯ୍ୟକ୍ରମ

Biridi, Jagatsinghpur | Apr 15, 2024
ଆଜି ଅପାରହ୍ନ ୩ଟାରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଅଳକା ମହାବିଦ୍ୟାଳୟରେ ଅଧକ୍ଷ ରୁଦ୍ରନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ପ୍ରଦୀପକୁମାରସାହୁ, ସହକାରୀ ଜିଲ୍ଲାପାଳ କଳ୍ପିତା କୁମାରୀଜେନା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟନାୟକ, ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା ପ୍ରମୁଖ ଯୋଗଦେଇ ଥିଲେ

MORE NEWS

ବିରିଡି: ଆଜି ଅପରାହ୍ନ ୩ଟାରେ ଅଳକା ମହାବିଦ୍ୟାଳୟରେ ଜିଲ୍ଲାପ୍ରଶାସନ ପକ୍ଷରୁ ଭୋଟର ସଚେତନତା କାର୍ଯ୍ୟକ୍ରମ - Biridi News