କୁଜଙ୍ଗ: ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା: 4 ନଭେମ୍ବର ପର୍ଯ୍ୟନ୍ତ ସମୁଦ୍ରକୁ ଯିବା ମନା
ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା। 4 ନଭେମ୍ବର 2026 ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ। 60 ରୁ 80 କିମି ବେଗରେ ପବନ ବହିବାର ସମ୍ଭାବନା। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସତର୍କ ସୂଚନା।