ପାରଳାଖେମୁଣ୍ଡି: ଗଜପତି ଗୋଷାଣୀ ବ୍ଲକରେ ହେବ ଜନ ସମ୍ପର୍କ ପଦଯାତ୍ରା, ବୈଠକରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ
ଗଜପତି ଜିଲ୍ଲା ଗୋଷାଣୀ ବ୍ଲକରେ ଆୟୋଜିତ ହେବାକୁ ଥିବା ଜନ ସମ୍ପର୍କ ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ ହେଲା ବିସ୍ତୃତ ଆଲୋଚନା।