Public App Logo
Jansamasya
National
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Pmmsy
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation

ଦେବଗଡ: ଜିଲ୍ଲାରେ ବଜ୍ରପାତ ଏବଂ ଝଡବର୍ଷା ସମ୍ଭାବନା, ଆସନ୍ତା ୨୪ ଘଂଟା ପାଇଁ ୟେଲୋ ଆଲର୍ଟ ଜାରି

ଦେବଗଡ ଜିଲ୍ଲାରେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଂଟା ପାଇଁ ବଜ୍ରପାତ ଏବଂ ଝଡବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଏଥିସହ ଆସନ୍ତା ୨୪ ଘଂଟା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହିତ ଘଂଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ କେତେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ବୁଧବାର ଦିନ ପ୍ରାୟ ୨ ଟାରେ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଠାରୁ ଏନେଇ ସୂଚନା ମିଳିଛି ।

MORE NEWS