ରେମୁଣା: ବାଲେଶ୍ୱରରେ 85 ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟତା
ଶିଶୁ ଦିବସ ଅବସରରେ ବାଲେଶ୍ୱର ହୋଟେଲ ଆସୋସିଏସନ ପକ୍ଷରୁ ୮୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଶୀତବସ୍ତ୍ର ଓ ମଧ୍ୟାହ୍ନ ଭୋଜନ ବଣ୍ଟନ କରାଯାଇଛି। ହୋଟେଲ ବଞ୍ଜାରାଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆସୋସିଏସନର ଅଧ୍ୟକ୍ଷ ଓ ସଦସ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।