Public App Logo
Jansamasya
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Bareilly
Bcci
Agra
Breaking
Aimim
Railway
Bsf
Fatehpur
Meerut
Raebareli
Rain
Kashmir
���ाकिस्तान
Trending
���िवाद
Bengal
���खिलेश
���ारतीय
���ोगी_आदित्यनाथ
Sonunigam
Arvindkejriwal

ସମ୍ବଲପୁର ମ୍ୟୁନିସିପାଲଟି: ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ 60 ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

Sambalpur M, Sambalpur | Apr 26, 2025
ଆଜି ସମ୍ବଲପୂର ଜିଲ୍ଲା କ୍ରୀଡା ସଂଘ ଆୟୋଜିତ 60 ତମ ବାର୍ଷିକ କ୍ରୀଡା ପ୍ରତିଯୋଗୀତା ସମ୍ବଲପୂରବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଠାରେ ଉଦଘାଟିତ ହୋଇଯାଇଛି।‌ଏହାକୁ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପକ୍ଷରୁ ସହକାରୀ କମିଶନର ଶ୍ରୀନିବାସ ମିର୍ଦ୍ଧା ଓ ଜିଏମୟୁ କୂଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ। ଏଥିରେ ଜିଲ୍ଲା କ୍ରୀଡ଼ା ସଂଘର ସାଧାରଣ ସମ୍ପାଦକ ସୁନିଲ୍ କୁମାର୍ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।ଏହି ବାର୍ଷିକ କ୍ରୀଡା ପ୍ରତିଯୋଗୀତାରେ ଜିଲ୍ଲାର ବିଭିନ୍ନ ବ୍ଲକରୁ 670 ରୁ ଉର୍ଦ୍ଧ୍ବ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।

MORE NEWS