ଡାବୁଗାଁ: *ଡାବୁଗାଁରେ ବରିଷ୍ଠ ନାଗରିକ ଦିବସ ପାଳିତ*
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବରିଷ୍ଠ ନାଗରିକ ଦିବସ-୨୦୨୫ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗଦେଇଥିଲେ | ବିଭିନ୍ନ ପଞ୍ଚାୟତରୁ ମୋଟ ୭୦ ଜଣ ବରିଷ୍ଠ ନାଗରିକ ମାନେ ଉପସ୍ଥିତ ଥିଲେ