Public App Logo
Jansamasya
Shortnews
News
पुलिस
Bjp
National
Bihar
बिहार
कांग्रेस
बीजेपी
विधायक
Congress
Modi
Delhi
Viral
Crime
Odisha
Rajasthan
अमित_शाह
दिल्ली
Breakingnews
Madhya_pradesh
Pmmodi
Ipl
Rahulgandhi
Haryana
Cricket
तेजस्वी_यादव
शादी
Crimenews

ଜୟପୁର: ଜୟପୁର ସ୍ଥିତି ଶ୍ରୀ ବିକ୍ରମ ଚାରୁ ଓ କାରୁକଳା ବିଦ୍ୟାଳୟ ଠାରେ ଇକୋ କ୍ରାଫ୍ଟ କର୍ମଶାଳା ଅନୁଷ୍ଠିତ

Jeypore, Koraput | Nov 29, 2025
ଜୟପୁର ସ୍ଥିତି ଶ୍ରୀ ବିକ୍ରମ ଚାରୁ ଓ କାରୁକଳା ବିଦ୍ୟାଳୟ ଠାରେ ଇକୋ କ୍ରାଫ୍ଟ କର୍ମଶାଳା ଆଜି ଅପରାହ୍ନ 1 ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟର ପରିସରରେ ଥିବା ସୀମାଦ୍ରୀ ମହାରଣା କଳା ଭବନ ଠାରେ ଅଧ୍ୟକ୍ଷ ଯୁଧିଷ୍ଠିର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦିନିକିଆ କର୍ମଶାଳାକୁ ଜିଲ୍ଲା ସଂସ୍କୃତି ଅଧିକାରୀ ସୂର୍ଯ୍ୟକାନ୍ତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।

MORE NEWS