Public App Logo
Jansamasya
News
पुलिस
Bjp
National
Police
Bihar
बिहार
कांग्रेस
मौत
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ନେଇ 6ନଂ ରେ ପ୍ରତିକ୍ରିୟା ରଖିଲେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି

କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଦାୟୀ କରିଛନ୍ତି ଲେନିନ ମହାନ୍ତି। ସେ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ନେଇ 6ନଂ ରେ ପ୍ରତିକ୍ରିୟା ରଖିଲେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି - Bhubaneswar M Corp News