Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ସମ୍ବଲପୁର ମ୍ୟୁନିସିପାଲଟି: ଜିଲ୍ଲା ଧମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

Sambalpur M, Sambalpur | Sep 15, 2025
ସମ୍ବଲପୁର ଜିଲ୍ଲା ଧମାଥାନା ଅଞ୍ଚଳରେ ଗତ ୨୦୧୭ ମସିହାରେ ଜଣେ ନାବାଳିକାଙ୍କ ଅପହରଣ ଓ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସମ୍ବଲପୁର ଅତିରିକ୍ତ ଜିଲା ଜଜ୍ ତଥା ପୋକ୍ସୋ ଅଦାଲତ ସ୍ଵତନ୍ତ୍ର ବିଚାରପତି ଅଭିଳାଷ ସେନାପତି । ଏହି ମାମଲାରେ ବିଚାରପତି ସମୁଦାୟ ୨୧ ଜଣ ସାକ୍ଷୀ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଅନୁଧ୍ୟାନ ପୂର୍ବକ ସୋମ‌ବାର ରାୟ ପ୍ରକାଶ କରି ଅଭିଯୁକ୍ତ ଛଚାନପାଲିର ରିଙ୍କୁ ମହାନନ୍ଦଙ୍କୁ ପୋକ୍ସୋ ଆଇନରେ ୧୨ ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜୋରିମାନା କରିଛନ୍ତି । ଜୋରିମାନା ଅର୍ଥ ଅନାଦେୟ ହେଲେ ଅଭିଯୁକ୍ତଙ୍କୁ ଅଧିକ ୧ ବର୍ଷ ସଶ୍ରମ କାରାଦ

MORE NEWS