Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड
No video available

ମହାକାଳପଡା: ପୋଷେଇ ଓ ପାତ୍ରଗଡ ଗ୍ରାମରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ

ପୋଷେଇ ଓ ପାତ୍ରଗଡ ଗ୍ରାମରେ ଅନୁଷ୍ଠିତ ଶ୍ରୀ ହନୁମାନ ମହାଯଜ୍ଞରେ ମଙ୍ଗଳବାର ସନ୍ଧ୍ୟା ୭ଟାରେ ବିଧାୟକ ତଥା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇଥିଲେ। ମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ଗ୍ରାମର ମୁରବୀ ମହିଳା ଓ ଯୁବକମାନେ ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ମନ୍ତ୍ରୀ ଠାକୁରଙ୍କ ଆର୍ଶୀବାଦ ନେବା ସହ ଅଞ୍ଚଳବାସୀଙ୍କ ମଙ୍ଗଳ କାମନା କରିଥିଲେ।

MORE NEWS