Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking

ଜଟଣୀ: ହାଫ ମାରାଥନ ପାଇଁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Jatani, Khordha | May 30, 2025
ଜୁନ 1 ତାରିଖରେ ଜଟଣୀ ସହରରେ ଅନୁଷ୍ଠିତ ହେବାକୁ ଥିବା ହାଫ ମାରାଥନ ପାଇଁ ଜଟଣୀ ସ୍ଥିତ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟରେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପ୍ରବନ୍ଧକ H. S. Bajwa ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ 5 ଘଣ୍ଟିକା ସମୟରେ ଅନୁଷ୍ଠିତ ହୋଇଥିଲା |