ଧରାକୋଟ: ଡେଙ୍ଗାଡ଼ି ଶିବ ମନ୍ଦିର ପରିସରରେ ବିଜେପି ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମରେ ବିଜେପି ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କଙ୍କରଡ଼ା ମଣ୍ଡଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ବିଜେପି ପୂର୍ବତନ ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ ଉତ୍ତମ ପାଣିଗ୍ରାହୀ ଯୋଗଦେଇ ଗ୍ରାମର ଶିବ ମନ୍ଦିର ପରିସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପରେ ମନ୍ଦିର ନିକଟରେ ବୃକ୍ଷ ରୋପଣ କରାଯାଇଛି l