Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Indore
Nda
School
Politics

ଝରିଗାଁ: ସମରଚରା ପ୍ରାଥମିକ ବିଦ୍ୟାଳରେ ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

Jharigan, Nabarangpur | Oct 31, 2025
ସମରଚରା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ଶିକ୍ଷକ ହିଁ ରୁହନ୍ତି । ଝରିଗାଁ ବ୍ଲକ ଅନୁର୍ଗତ ସମରଚଚରା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମିଶ୍ର ଶୁକ୍ରବାର ଅବସର ନେଇଛନ୍ତି। ତାଙ୍କୁ ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଅବସର ପ୍ରମାଣ ପତ୍ର ସହ ଫାଇନାଲ ପେନସନ ପେପର ପ୍ରଦାନ କରାଯାଇଥିଲା। ଝରିଗାଁ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ମଧ୍ୟ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି