ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ନୂଆଗାଁଠାରେ ଥିବା ଲିଙ୍ଗରାଜ ପେଟ୍ରୋଲ ପମ୍ପ ଉପରେ ଯୋଗାଣ ବିଭାଗର ଅଚାନକ ଚଢ଼ାଉ
ଭୁବନେଶ୍ୱର ନୂଆଗାଁଠାରେ ଥିବା ଲିଙ୍ଗରାଜ ପେଟ୍ରୋଲ ପମ୍ପ ଉପରେ ଯୋଗାଣ ବିଭାଗର ଅଚାନକ ଚଢ଼ାଉ | ଜିଲ୍ଲା ଯୋଗାଣ ବିଭାଗର ସ୍କ୍ୱାର୍ଡ ଭୁବନେଶ୍ୱର ନୂଆଗାଁଠାରେ ଥିବା ଲିଙ୍ଗରାଜ ପେଟ୍ରୋଲ ପମ୍ପ ଉପରେ ଆଜି 3.46ରେ ଚଢ଼ାଉ କରିଛନ୍ତି । ଚଢ଼ାଉ ସମୟରେ ଅଧିକାରୀମାନେ ଡିଜେଲର ମାନରେ କିଛି ତ୍ରୁଟି ପରିଲକ୍ଷିତ ହେବାରୁ ଏହାର ନମୁନା ସଂଗ୍ରହ କରାଯାଇ ଫୋରେନ୍ସିକ୍ ଲାବୋରେଟୋରୀକୁ ପଠାଇଛନ୍ତି।