ଆସିକା: କବିସୂର୍ଯ୍ୟ ନଗରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ବିଦାୟ ସମ୍ବର୍ଦ୍ଧନା ସଭା
Asika, Ganjam | Oct 19, 2026 କବିସୂର୍ଯ୍ୟ ନଗର ନିର୍ବାଚନ ମଣ୍ଡଳୀର ଗୁଡ଼ିଆଳି କସ୍ତୁରବା ଗାନ୍ଧୀ ବାଳିକା ଆବାସିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା। କାର୍ଯ୍ୟକ୍ରମରେ ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗ ଦେଇଥିଲେ।