ବିଷ ପିଇ ଜଣେ ମହିଳା ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନା ମୁତାବକ ହଣ୍ଡପା ଥାନା ଅନ୍ତର୍ଗତ ଇଚ୍ଛାପୁର ଗ୍ରାମର ଜୟରାମ ଦେହୁରୀ ଙ୍କ ସ୍ତ୍ରୀ ସୁମିତ୍ରା ଦେହୁରୀ (୨୩) ଘରେ କୈଣସି କାରଣକୁ ନେଇ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଘର ଲୋକେ ଜାଣିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଏଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ଡାକ୍ତରଖାନା କର୍ତ୍ତୃପକ୍ଷ ଥାନାରେ ଜଣାଇବା ପରେ ପୁଲିସ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଆ