ଛତ୍ରପୁର ସ୍ଥିତ କାରମେଲ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି।ଏଥିରେ ସମ୍ମାନିତ ଅତିଥି ଭାବେ ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ପାଠ ସହିତ କ୍ରୀଡାର ଆବଶ୍ୟକ ରହିଛି ବୋଲି ଉପସ୍ଥିତ ଛାତ୍ର ଛାତ୍ରୀ ମାନଂକୁ ପରାମର୍ଶ ଦେଇଥିଲେ। ଶନିବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନଜୀବୀ ।