କଟକ ପୌରାଞ୍ଚଳ: କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟରେ ପାଳିତ ହେଲା ରାଷ୍ଟ୍ରୀୟ ଏକତା ଦିବସ
କଟକ ଉନ୍ନୟନ କର୍ତ୍ତୃପକ୍ଷ (କେଡିଏ) କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଅଧିକାରୀ ଓ କର୍ମଚାରୀମାନେ ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବା ପାଇଁ ଶପଥ ଗ୍ରହଣ କରିଛନ୍ତି।